Advertisement

Odisha election 2024

alt
May 8,2024, 13:28 PM IST
alt
ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ସତ୍ୟପାଠରେ ୨୦୦୯ରେ +୨ କଳା ଦେଖାଇଥିବା ବେଳେ ୨୦୨୪ରେ +୨ ବିଜ୍ଞାନ ଛାତ୍ର ଦେଖାଇବା ହାସ୍ୟାସ୍ପଦ -ପିତାମ୍ବର ଆଚାର୍ଯ୍ୟ|ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ନାମାଙ୍କନକୁ ବିରୋଧ କରି ଆବେଦନପତ୍ର ଦାଖଲ କଲା ବିଜେପି |ଗଙ୍ଗାଧର ମେହେର ଏବଂ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମିତ ସଂସ୍କୃତିସମ୍ପନ୍ନ ମାଟିରେ ନିଜର ଶିକ୍ଷାଗତ ଯୋଗ୍ୟତା ଓ ଆୟକୁ ଲୁଚାଇବା ସମ୍ବଲପୁରବାସୀଙ୍କ ପ୍ରତି ବଡ଼ ଅପମାନ|ସତ୍ୟପାଠରେ ପ୍ରଣବ ନିଜର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାବଦରେ ସମ୍ପୂର୍ଣ୍ଣ ତଥ୍ୟ ଦେଇନାହାନ୍ତି|୨୦୧୯-୨୦ ଆର୍ଥକ ବର୍ଷ ପାଇଁ ସେ ନିଜର ଆୟ ଜିରୋ ବୋଲି ଦର୍ଶାଇଛନ୍ତି |ସତ୍ୟପାଠରେ ୫ ବର୍ଷର ଆୟ ଦର୍ଶାଇବା କଥା, ସେ ୪ ବର୍ଷର ଦର୍ଶାଇଛନ୍ତି ଏବଂ ଗୋଟିଏ ବର୍ଷର ଆୟ ଲୁଚାଇଛନ୍ତି
May 7,2024, 19:13 PM IST
alt
ନାମାଙ୍କନ ଦାଖଲ ର ଶେଷ ଦିନରେ ଘସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ସୌମ୍ୟ ସକାଳୁ ଘଟଗାଁ ରେ ମା ତାରିଣୀ ଙ୍କୁ ଦର୍ଶନ କରି ଘସିପୁରା ନିର୍ବାଚନ ମଣ୍ଡଳୀ ର ଜର୍ଦା ଠାରୁ ହଜାର ହଜାର ସମର୍ଥକ ଙ୍କୁ ସାଙ୍ଗରେ ଧରି ଶାଳପଡା ର ଇନ୍ଦିରା ଗାନ୍ଧୀ ପଡିଆ ରେ ଏକ ବୈଠକ ର ଆୟୋଜନ କରିଥିଲେ। ବୈଠକ ପରେ ପୁନର୍ବାର ସମର୍ଥକ ଙ୍କୁ ସାଙ୍ଗରେ ନେଇ ଆନନ୍ଦପୁର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ପହଞ୍ଚି ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ସବୁଠାରୁ ବଡ଼ କଥା ହେଉଛି ପ୍ରାର୍ଥୀ ପତ୍ର ଦାଖଲ ସମୟରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଦ୍ରି ନିକଟରୁ ନିର୍ବାଚନ ବୈତରଣୀ ପାର ହେବାକୁ ଆଶୀର୍ବାଦ ନେଇଥିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ।
May 7,2024, 17:26 PM IST
alt
May 6,2024, 19:00 PM IST
alt
May 5,2024, 11:52 AM IST
alt
ବ୍ରହ୍ମଗିରି ବିଧାନସଭା ଆସନରୁ ବିଜେପି ବିଧାୟକ ପ୍ରାର୍ଥୀ ଭାବେ ଉପାସନା ମହାପାତ୍ର ହଜାର ହଜାର ସମର୍ଥକଙ୍କ ଗହଣରେ ପୁରୀ ଜିଲ୍ଲାପରିଷଦ କାର୍ଯ୍ଯାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଉପାସନା ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ କନ୍ୟା ହିସାବରେ ବ୍ରହ୍ମଗିରି ଅଞ୍ଚଳରେ ବେଶ୍ ସୁନାମ ରହିଛି। ପିତା ଲୁଲୁ ମହାପାତ୍ରଙ୍କ ଦେହାନ୍ତ ପରେ ତାଙ୍କର ବୟସ ହୋଇନଥିବାରୁ ୨୦୧୯ ନିର୍ବାଚନରେ ପ୍ରାର୍ଥୀ ହୋଇପାରିନଥିଲେ। ମାତ୍ର ଆଗାମୀ ନିର୍ବାଚନରେ ତାଙ୍କ ପିତା ଓ ବ୍ରହ୍ମଗିରି ବାସୀଙ୍କ ଆଶିର୍ବାଦରୁ ସେ ପ୍ରାର୍ଥୀ ହୋଇଛନ୍ତି। ସେ କୌଣସି ପଦପଦବୀରେ ନଥିଲେ ମଧ୍ୟ ବ୍ରହ୍ମଗିରୀବାସୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଅନେକ ବିକାଶ ମୁଳକ କାର୍ଯ୍ଯ ଜାରୀ ରଖିଛନ୍ତି। ସେପଟେ ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ଅଞ୍ଚଳବାସୀ ଚିଲିକାରେ ଯେଉଁ ବିପଦପ
May 4,2024, 20:13 PM IST
Read More

Trending news