Gold Price Today: ପୁଣି ବଢିଲା ସୁନାଦର, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ଅଛି ରେଟ୍?
Advertisement
Article Detail0/zeeodisha/odisha2196030

Gold Price Today: ପୁଣି ବଢିଲା ସୁନାଦର, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ଅଛି ରେଟ୍?

Gold Silver Price: ପୁଣି ବଢିଲା ସୁନା ରେଟ୍। ଗତକାଲି ସୁନା ଦର ବଢି ଥିବା ବେଳେ ଆଜି ପୁଣି ଦର ବୃଦ୍ଧି ପାଇଛି। ବର୍ତ୍ତମାନ, ଦେଶରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍ ପିଛା ୬୫ ହଜାର ପାର୍ କରି ସାରିଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଆଜି ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...  

Gold Price Today: ପୁଣି ବଢିଲା ସୁନାଦର, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ଅଛି ରେଟ୍?

Gold Silver Price: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ପୁଣି ବଢିଲା ସୁନା ରେଟ୍। ଗତକାଲି ସୁନା ଦର ବଢି ଥିବା ବେଳେ ଆଜି ପୁଣି ଦର ବୃଦ୍ଧି ପାଇଛି। ବର୍ତ୍ତମାନ, ଦେଶରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍ ପିଛା ୬୫ ହଜାର ପାର୍ କରି ସାରିଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଆଜି ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...  

ALSO READ: Petrol Diesel Price Today: ରାଜ୍ୟରେ ବଢିଲା ପେଟ୍ରୋଲ୍ -ଡିଜେଲ୍ ରେଟ୍, ଲିଟର ପିଛା ଭୁବନେଶ୍ବରରେ ଦର ରହିଛି ଏତିକି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୫,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୧, ୭୩୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୦୦ ଟଙ୍କା ଓ ୨୪ କ୍ୟାରେଟରେ ୧୧୦ ଟଙ୍କା ବୃଦ୍ଧି ପାଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୫,୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୧,୮୮୦ ଟଙ୍କା ରହିଛି। ୨୨ କ୍ୟାରେଟରେ  ୧୦୦ ଟଙ୍କା ବୃଦ୍ଧି ହୋଇଥିବା ବେଳେ ୨୪ କ୍ୟାରେଟରେ ୧୧୦ ଟଙ୍କା ବୃଦ୍ଧି ହୋଇଛି। 

ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ  ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୫, ୭୫୦ ଟଙ୍କା ହୋଇଥିବା ବେଳେ  ୨୪ କ୍ୟାରେଟର ଦାମ୍ ୭୧ ,୭୩୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ ପିଛା ୧୦୦ ଓ ୧୧୦ ଟଙ୍କା ଦର ବଢିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୨,୭୬୦ ଟଙ୍କା ରହିଛି। ୨୨ କ୍ୟାରେଟରେ ୧୦୦ ଓ ୨୪ କ୍ୟାରେଟରେ ୧୧୦ ଟଙ୍କା ବୃଦ୍ଧି ପାଇଛି।  ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୫,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୧ , ୭୩୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟରେ ୧୦୦ ଓ ୨୪ କ୍ୟାରେଟରେ ୧୧୦ ଟଙ୍କା ବୃଦ୍ଧି ପାଇଛି।